Jai Odisha
News

ଆଇପିଏଲ ୨୦୨୩ :ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ରାଜସ୍ଥାନ ରୟାଲ୍ସ

ଜୟପୁର,୧୯।୪: ଆଜି ରାଜସ୍ଥାନ ରୟାଲ୍ସ(ଆରଆର) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ(ଏଲଏସଜି) ମଧ୍ୟରେ  ଜୋରଦାର ଲଢ଼େଇ  । ଆଇପିଏଲ ୨୦୨୩ ସିଜିନ ୧୬ର ୨୬ ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ(ଆରଆର) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ(ଏଲଏସଜି) ମଧ୍ୟରେ ଜୟପୁରର ସାଓ୍ବାଇ ମାନସିଂ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ପ୍ରଥମେ ଟସ୍‌ ଜିତି ରାଜସ୍ଥାନ ରୟାଲ୍ସ(ଆରଆର) ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ(ଏଲଏସଜି) ବ୍ୟାଟିଂ କରିବାକୁ ପଡିଆକୁ ଓହ୍ଲାଇଛି।

 

Leave A Reply

Your email address will not be published.