Jai Odisha
News

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ବର ୫।୧୧: ଆସନ୍ତା ୯ ତାରିଖ ସୁଦ୍ଧା ଆସୁଛି ଆଉ ଏକ ଲଘୁଚାପସୃଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି । ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Leave A Reply

Your email address will not be published.