Jai Odisha
News

ଓଡ଼ିଶା ସାହିତ୍ୟ ଏକାଡେମୀ ସଚିବ ପ୍ରବୋଧ ରାଉତଙ୍କ ପରଲୋକ

ଭୁବନେଶ୍ୱର,,୧୮।୭:  ଓଡ଼ିଆ ସାହିତ୍ୟର  ଓଡ଼ିଶା ସାହିତ୍ୟ ଏକାଡେମୀ ସଚିବ ପ୍ରବୋଧ ରାଉତଙ୍କ ପରଲୋକ ଘଟିଛି । ଦୁର୍ଘଟଣାର ଶୀକାର ହୋଇ ପ୍ରବୋଧ କିଛି ଦିନରୁ ଚିକିତ୍ସିତ ହେଉଥିଲେ । ତେବେ ଡାକ୍ତରଖାନାରେ ଚିକିତ୍ସିତ ଅବସ୍ଥାରେ ସେ   ପ୍ରାଣ ହରାଇଛନ୍ତି । ଓଡ଼ିଆ ଭାଷା ଏବଂ ସାହିତ୍ୟକୁ ସେ ଖୁବ ଭଲ ପାଉଥିଲେ ଏବଂ ଏହାକୁ ନୂଆ ଦିଗ ଦେବାରେ ସେ ପ୍ରଚେଷ୍ଟା ଜାରି ରଖିଥିଲେ । ତେବେ ତାଙ୍କ ଭଳି ଜଣେ ବ୍ୟକ୍ତିତ୍ୱଙ୍କ ଦେହାନ୍ତରେ ଓଡ଼ିଶା ସାହିତ୍ୟ ଜଗତରେ ଶୋକର ଛାୟା ଖେଳିଯାଇଛି ।

Leave A Reply

Your email address will not be published.