Jai Odisha
News

କୋଲାକାତା ବାଂଲାଦେଶ ହାଇକମିଶନ ନିକଟରେ ଗୁଳିକାଣ୍ଡ

କେଲକାତା,୧୦/୦୬: କୋଲକାତାରେ ଅବସ୍ଥିତ ବାଂଲାଦେଶ ହାଇକମିଶନ ପରିସରରେ  ବଡ ଧରଣର ଗୁଳିକାଣ୍ଡ ଘଟିଛି । ଏହି ଘଟଣାରେ ଦୁଇ ଜଣ ସାଧାରଣ ଜନତା ପ୍ରାଣ ହରାଇଥିବା ଜାଣିବାକୁ ମିଳିଛି । ତେବେ ଗୁଳିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣା ପଡି ନାହିଁ । ଖବର ପାଇଁ ଘଟଣାସ୍ଥଳରେ ପୋଲିସ ପହଞ୍ଚିବା ସହ ତଦନ୍ତ ଜାରି ରଖିଛି ।ସେପଟେ ଗୁଳିକାଣ୍ଡରେ ପ୍ରାଣ ହରାଇଥିବା ଦୁଇ ବ୍ୟକ୍ତିଙ୍କ ପରିଚୟ ମଧ୍ୟ ଏପର୍ଯ୍ୟନ୍ତ ହସ୍ତଗତ ହୋଇନାହିଁ । ତେବେ ହାଇକମିଶନ ପରିସର ଭିତରେ ଗୁଳିକାଣ୍ଡ ଘଟାଇବା ଭଳି ଘଟଣା କେଉଁ ଆତଙ୍କବାଦୀ ସଂଗଠନର ବୋଲି ଅନୁମାନ କରାଯାଉଛି ।

Leave A Reply

Your email address will not be published.