Jai Odisha
News

ଗୋଳନ୍ଥରା ଗ୍ରାମପଞ୍ଚାୟତରେ “ଗ୍ରାମାଞ୍ଚଳ ଭିତ୍ତିଭୂମିର ବିକାଶ ଓ ରୂପାନ୍ତିକରଣ” କାର୍ଯ୍ୟକ୍ରମ ନିମନ୍ତେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଆୟୋଜିତ

ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରଙ୍ଗେଇଲୁଣ୍ଡା ବ୍ଲକର ଗୋଳନ୍ଥରା ଗ୍ରାମପଞ୍ଚାୟତ ଠାରେ “ଗ୍ରାମାଞ୍ଚଳ ଭିତ୍ତିଭୂମିର ବିକାଶ ଓ ରୂପାନ୍ତିକରଣ” କାର୍ଯ୍ୟକ୍ରମ ନିମନ୍ତେ ଆୟୋଜିତ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିରରେ ମାନ୍ୟବର ବ୍ରହ୍ମପୁର ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଶ୍ରୀ ବିକ୍ରମ କୁମାର ପଣ୍ଡା, ଜିଲ୍ଲା ପରିଷଦ ଉପାଧ୍ୟକ୍ଷା, ସଦସ୍ୟ, ସଦସ୍ୟା,ବ୍ଲକ୍ ଅଧ୍ୟକ୍ଷ,ଅଧ୍ୟକ୍ଷା,ଉପାଧ୍ୟକ୍ଷା,ସରପଞ୍ଚ ସମିତି ସଭ୍ୟ,ସଭ୍ୟା,ସ୍ଥାନୀୟ ଜନପ୍ରତିନିଧି ମାନେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିବା ସହିତ ଉପସ୍ଥିତ ବିଭାଗୀୟ ପଦାଧିକାରୀ, ବିଜେଡି ନେତୃବୃନ୍ଦ, କର୍ମୀ ତଥା ଗ୍ରାମବାସୀ ମାନଙ୍କ ସଭାକୁ ସମ୍ଭୋଦିତ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ “ଆମ ଓଡ଼ିଶା ତଥା ନବୀନ ଓଡ଼ିଶା ଓ ୫ ଟି” ମାଧ୍ୟମରେ ଗ୍ରାମାଞ୍ଚଳର ବନ୍ଧ, ବିଦ୍ୟାଳୟ, ମନ୍ଦିର, ପାର୍କ, କୋଠଘର ଇତ୍ୟାଦିର ରୁପାନ୍ତିକରଣ ତଥା ବିକାଶ ଜନିତ ତଥା ଜନହିତକାରୀ ଯୋଜନା ଗୁଡିକ ଲାଗୁ କରିବା ପାଇଁ ପ୍ରାଥମିକତା ଦେଇ ଆସିଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ୍ ଜଣାଇବା ସହ ହାର୍ଦ୍ଧିକ କୃତଜ୍ଞତା ଜ୍ଞାପନ କରିଥିଲେ।

Leave A Reply

Your email address will not be published.