Jai Odisha
News

ଗୌରହରି ଦାସ ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୧୯/୯:ଘୋଷଣା ହେଲା ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ । ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ପ୍ରତି ବର୍ଷ ଇମ୍ଫା ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’ ଚଳିତ ବର୍ଷ ସୁଖ୍ୟାତ କଥାକାର ଡ. ଗୌରହରି ଦାସଙ୍କୁ ପ୍ରଦାନ କରାଯିବାକୁ ବିଚାରକମଣ୍ଡଳୀଙ୍କ ଦ୍ୱାରା ସ୍ଥିର ହୋଇଛି। ୨୦୧୮ ମସିହାରେ ଟାଇମ୍‍ପାସ୍‍ ପବ୍ଲିକେଶନ୍‍ ଦ୍ୱାରା ପ୍ରକାଶିତ ତାଙ୍କ ଗଳ୍ପ ପୁସ୍ତକ ‘ବାଘ ଓ ଅନ୍ୟାନ୍ୟ ଗଳ୍ପ’ ପାଇଁ ସେ ଏହି ସମ୍ମାନ ଲାଭ କରିବେ।  ୪୩ ତମ ଶାରଳା ପୁରସ୍କାର ପାଇବେ ଡ. ଗୌରହରି ଦାସ । ‘ବାଘ ଓ ଅନ୍ୟାନ୍ୟ ଗଳ୍ପ’ ପାଇଁ ସେ ଏହି ସମ୍ମାନ ପାଇବେ ।   ଅକ୍ଟୋବର ୨୬ ତାରିଖରେ ଏକ କାର୍ଯ୍ୟକ୍ରମରେ ପୁରସ୍କୃତ କରାଯିବ ।

Leave A Reply

Your email address will not be published.