Jai Odisha
News

ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ସ୍ଥିତ ସଅଁରା ଠାରେ ଗୁଳିକାଣ୍ଡ

ଜଗତସିଂହପୁର, ୦୧/୦୮ : ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ସ୍ଥିତ ସଅଁରା ଠାରେ ଗୁଳିକାଣ୍ଡ ହୋଇଛି। ଏହି ଘଟଣାରେ ୨ ଜଣ ଗୁରୁତର ହୋଇଛନ୍ତି। ଗୁଳିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ପୋଲିସ ତଦନ୍ତ ଆରମ୍ଭ କରିଛି। ସୋମବାର ଜଗତସିଂହପୁର ତିର୍ତ୍ତୋଲ ସ୍ଥିତ ସଅଁରା ଠାରେ କୌଣସି କଥାକୁ ନେଇ ଗୁଳିକାଣ୍ଡ ହୋଇଛି । ଏହି ଘଟଣାରେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଦୁଇ ଗୁରୁତରଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ସେପଟେ ଏବେ ଯାଏଁ ଗୁଳିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ କିଛି ବ୍ୟକ୍ତିଙ୍କୁ ଅଟକ ରଖିଥିବା ସୂଚନା ମିଳିଛି । ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

Leave A Reply

Your email address will not be published.