Jai Odisha
News

ଜୁଲାଇ ୨ରୁ ବିଧାନସଭା ଅଧିବେଶନ ଆରମ୍ଭ

ଭୁବନେଶ୍ୱର ,୧୦/୦୬: ଆସନ୍ତା ଜୁଲାଇ ମାସ ୨ ତାରିଖରୁ ରାଜ୍ୟ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ। ଅଧିବେଶନର ପ୍ରଥମ ଦିନରେ ୨୦୨୨-୨୩ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ହେବ । ଅଧିବେଶନ ଜୁଲାଇ ୨ରୁ ଆରମ୍ଭ ହୋଇ ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ଚାଲିବ । ମୌସୁମୀ ଅଧିବେଶନରେ ମୋଟ ୨୪ଟି କାର୍ଯ୍ୟ ଦିବସ ରହିଥିବା ବେଳେ ବଜେଟ୍ ଆଗତ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ।

Leave A Reply

Your email address will not be published.