Jai Odisha
News

ଟ୍ରେନ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାର ପାଇଁ ଘୋଷଣା ହେଲା ଅନୁକମ୍ପା ରାଶି

ଭୁବନେଶ୍ବର ,୨୧/୧୧:  ଟ୍ରେନ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାର ପାଇଁ ଘୋଷଣା ହେଲା ଅନୁକମ୍ପା ରାଶି । ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନୁକମ୍ପା ରାଶି ଘୋଷଣା କରାଯାଇଛି ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକଙ୍କ ପରିବାର ପାଇଁ ୨ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମୃତକଙ୍କ ପରିବାର ପାଇଁ ୫ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ।

Leave A Reply

Your email address will not be published.