Jai Odisha
News

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୯୪୦୬ କରୋନା ପଜିଟିଭ୍

ନୂଆଦିଲ୍ଲୀ ୦୬/୦୮:  ଦେଶରେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି ।  ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୯୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୯୯୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୨ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.