Jai Odisha
News

ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବଢ଼ାଇଲା କେନ୍ଦ୍ର

ନୂଆଦିଲ୍ଲୀ,୭।୬:କେନ୍ଦ୍ର କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି କଲେ ସରକାର । ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କୁଇଣ୍ଟାଲ ପିଛା ୨୧୮୩କୁ ବୃଦ୍ଧି କରାଯାଇଛି । ଫଳରେ ଧାନ ଗ୍ରେଡ୍-ଏର ସହାୟକ ମୂଲ୍ୟ କୁଇଣ୍ଟାଲ ପିଛା ୨୨୦୩କୁ ବୃଦ୍ଧି ପାଇଛି । ସେହିପରି ମୁଗ କୁଇଣ୍ଟାଲ ପିଛା ୮୫୫୮ ଟଙ୍କା, କପା ୬୬୨୦ ଟଙ୍କାକୁ ବୃଦ୍ଧି ପାଇଛି । ବିରି କୁଇଣ୍ଟାଲ ୬୯୫୦ ଟଙ୍କା, ବାଦାମ କୁଇଣ୍ଟାଲ ୬୩୭୭ ଟଙ୍କା, ହରଡ଼ ଡାଲି କୁଇଣ୍ଟାଲ ୭୦୦୦ ଟଙ୍କାକୁ ବୃଦ୍ଧି କରାଯାଇଥିବା ନେଇ ଘୋଷଣା କରିଛନ୍ତି କେନ୍ଦ୍ର ଖାଉଟି ଓ ଖାଦ୍ୟ ଯୋଗାଣ ମନ୍ତ୍ରୀ ପିୟୁଷ ଗୋୟଲ

Leave A Reply

Your email address will not be published.