Jai Odisha
News

ନଭେମ୍ବର ୨୪ରୁ ଆରମ୍ଭ ହେବ ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର ୦୩/୧୧:  ନଭେମ୍ବର ୨୪ରୁ ଆରମ୍ଭ ହେବ ବିଧାନସଭା ଶୀତକାଳୀନ ଅଧିବେଶନ। ଏହା ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତ ଶୀତକାଳୀନ ଅଧିବେଶନରେ ମୋଟ୍ ୩୩ଟି କାର୍ଯ୍ୟ ଦିବସ ରହିବ। ଅଧିବେଶନର ପ୍ରଥମ ଦିନ ଅତିରିକ୍ତ ବଜେଟ ଆଗତ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଧାନସଭା ପରିଚାଳନା ପାଇଁ ଖୁବ୍‌ଶୀଘ୍ର ସର୍ବଦଳୀୟ ବୈଠକ ଡକା ଯିବ ବୋଲି ସୂଚନା ମିଳିଛି।

Leave A Reply

Your email address will not be published.