Jai Odisha
News

ନାଲିକୁମ୍ପା ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ବିସ୍ଫୋରଣ : ଯବାନ ଗୁରୁତର

ସର୍ଚ୍ଚ ଅପରେସନ ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ । କଣ୍ଟାମାଳ ଥାନା ନାଲିକୁମ୍ପା ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ବିସ୍ଫୋରଣ ହୋଇଥିଲା । ଏହି ବିସ୍ଫୋରଣରେ ୨ ରୁ ଅଧିକ ଏସଓଜି ଯବାନ ଗୁରୁତର ହୋଇଥିବା ସୂଚନା ମିଳିଛି । ତେବେ ତୁରନ୍ତ ଆହତ ଯବାନଙ୍କୁ ଏୟାର ଲିଫ୍ଟ କରାଯାଇଛି। ବର୍ତ୍ତମାନ ଆହତ ଯବାନ ସୋନପୁର ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଆହତ ଯବାନ ହେଲେ ଉତ୍କଳ ପଟେଲ, ଶିରୋମଣି ନାଏକ । ଉତ୍କଳ ପଟେଲଙ୍କ ଅବସ୍ଥା ଗୁରୁତର ହୋଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.