Jai Odisha
News

ପରଲୋକରେ ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆ

ଭୁବନେଶ୍ୱରର,୧୭/୧୧:ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆଙ୍କ ପରଲୋକ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ  ୮୦ ବର୍ଷ ବୟସ ହୋଇଥିଲା। ଅବସର ବେଉରିଆଙ୍କ ପରଲୋକ ନେଇ ପତ୍ନୀ ତୃପ୍ତି ସୂଚନା ଦେଇଛନ୍ତି। ରାଷ୍ଟ୍ରଦୂତ ଭାବେ କାର୍ଯ୍ୟ କରି ବେଶ୍‌ ସୁନାମ ଅର୍ଜନ କରିଥିଲେ ଅବସର ବେଉରି‌ଆ।

Leave A Reply

Your email address will not be published.