Jai Odisha
News

ବାଦାମବାଡି ଭରତିଆ ଟାୱାରେ ଅଗ୍ନିକାଣ୍ଡ

କଟକ, ୨୩/୯ :  ବାଦାମବାଡି ଭରତିଆ ଟାୱାରେ ଅଗ୍ନିକାଣ୍ଡ ଘଟିଛି । ଟାୱାରର ୫ ମହଲା ଉପରେ ନିଆଁ ଲାଗିଥିବା ଜଣାପଡ଼ିଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଅଗ୍ନିସମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଥିବା ଜଣାପଡ଼ିଛି ।

Leave A Reply

Your email address will not be published.