Jai Odisha
News

ବିଶିଷ୍ଟ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବଙ୍କ ପରଲୋକ

ମୁମ୍ୱାଇ ୨୧/୦୯: ପରଲୋକରେ ବିଶ୍ୱ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବ । ୫୮ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ଗତ କିଛି ଦିନ ଧରି ସେ ଦିଲ୍ଲୀ ଏମ୍ସ ଭେଣ୍ଟିଲେଟରରେ ରେ ଚାଲିଥିଲା ଚିକିତ୍ସା ।ତାଙ୍କ ମୃତ୍ୟୁ ପରେ ବଲିଉଡରେ ଶୋକର ଛାୟା ଖେଳିଯାଇଛି ।

Leave A Reply

Your email address will not be published.