Jai Odisha
News

ବିଶ୍ୱକପ୍‌ ହକି ଉଦଘାଟନ ଉତ୍ସବରେ ଯୋଗଦେବେ କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ

ଭୁବନେଶ୍ବର,୧୧ା୧:ଆଜି ବାରବାଟୀ ଷ୍ଟାଡିୟମରେ ବିଶ୍ୱକପ୍‌ ହକି ଉଦଘାଟନ ଉତ୍ସବ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ତଥା ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର ଯୋଗଦେବେ । ଅପରାହ୍ଣ ୪ଟାରେ କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର ଯୋଗଦେବା ସହ ଉତ୍ସବକୁ ଉଦଘାଟନ କରିବା ନେଇ ସୂଚନା ରହିଛି । ଏଥିପାଇଁ ପ୍ରଶାସନ ପକ୍ଷରୁ କଟକରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି ।

Leave A Reply

Your email address will not be published.