Jai Odisha
News

ଭିଜିଲାନ୍ସ ଜାଲରେ ସରକାରୀ ଅଧିକାରୀ

ରାୟଗଡ଼ା ୦୨/୦୩ : ଭିଜିଲାନ୍ସ ଜାଲରେ ସରକାରୀ ଅଧିକାରୀ |  ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ। ଶିକ୍ଷା ଅଧିକାରୀ ଅନ୍ତର୍ଯ୍ୟାମୀ ବେହେରାଙ୍କୁ ଗିରଫ କରିଛି ଭିଜିଲାନ୍ସ । ତାଙ୍କ ଘରେ ଲାଞ୍ଚ ନେବାବେଳେ ଧରା ପଡିଲେ। ଅବସରପ୍ରାପ୍ତ ଶିକ୍ଷକ ପ୍ରଭାତ ମହାପାତ୍ରଙ୍କ ଠାରୁ ପେନସନ କାମ କରାଇଦେବା ପାଇଁ ସେ ଲାଞ୍ଚ ନେଉଥିଲେ  । ଲାଞ୍ଚ ନେଉଥିବା ବେଳେ ଗୁଣୁପୁର ବିଇଓଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ ।   ତେବେ ଏ ଘଟଣା ଆହୁରି ନେଇ ଅଧିକ ତଦନ୍ତ ଜାରି ରହିଛି ।

Leave A Reply

Your email address will not be published.