Jai Odisha
News

ମେ’ ୧ରୁ ମହଙ୍ଗା ହେବ ଦୁଗ୍ଧଜାତ ଦ୍ରବ୍ୟର ଦର

ଭୁବନେଶ୍ବର ୨୫।୪: ମେ’ ୧ରୁ ମହଙ୍ଗା ହେବ ଦୁଗ୍ଧଜାତ ଦ୍ରବ୍ୟର ଦର   । ମେ’ ୧ରୁ ଛେନା,ପନିର, ଖୁଆ ଆଦି ଦ୍ରବ୍ୟର ମୂଲ୍ୟ ବୃଦ୍ଧି ହେବ । କଟକ ଜିଲ୍ଲା ଦୁଗ୍ଧଜାତ ଦ୍ରବ୍ୟ ବ୍ୟବସାୟୀ ସଂଘର ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି । ନିଷ୍ପତ୍ତି ପରେ ଛେନା କେଜି ପିଛା ୨୦, ପନିର କେଜି ୩୦ ଟଙ୍କା ଓ ଖୁଆ କେଜି ପିଛା ୬୦ ଟଙ୍କା ବୃଦ୍ଧି ପାଇବ ବୋଲି ଜଣାପଡ଼ିଛି । କ୍ଷୀର ଦର ବଢ଼ିଥିବାରୁ ଦୁଗ୍ଧଜାତ ଦ୍ରବ୍ୟ ଦର ବୃଦ୍ଧି ନିଷ୍ପତ୍ତି ନିଆଯାଇଛି ।

Leave A Reply

Your email address will not be published.