Jai Odisha
News

ରଥଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୦୭/୦୧: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ମହାମହିମ ରାଜ୍ୟପାଳ ଶୁଭେଚ୍ଛା ଜଣାଇଛନ୍ତି ।  ରାଜ୍ୟପାଳ କହିଛନ୍ତି ମହାପ୍ରଭୁଙ୍କ ଅପାର କୃପା ସମସ୍ତଙ୍କ ଉପରେ ଅତୁଟ ରହୁ । ଏହାହିଁ ମୋର ବିଶ୍ୱନିୟନ୍ତାଙ୍କ ନିକଟରେ କାମନା । ଆଜି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ପୁରୀ ଗସ୍ତ କରିବା ପୂର୍ବରୁ ଟ୍ୱିଟ୍‌ ଯୋଗେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।  ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି । ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଶୀର୍ବାଦରୁ ପ୍ରତ୍ୟେକଟି ଜୀବନ ମଙ୍ଗଳମୟ ହେଉ ଏହାହିଁ ମୋର ଭଗବାନଙ୍କ ନିକଟରେ ପ୍ରାର୍ଥନା ।

Leave A Reply

Your email address will not be published.