Jai Odisha
News

ସଂଗଠନ ବୁଝ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬/୬: ନବୀନ ନିବାସରେ ବସିଛି ବୈଠକ । ମନ୍ତ୍ରୀମଣ୍ଡଳରୁ ବାଦ୍‌ ପଡିଥିବା ପୂର୍ବତନ ମନ୍ତ୍ରୀ ମାନଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରୁଛନ୍ତି । ବିଭିନ୍ନ ପ୍ରସଙ୍ଗକୁ ନେଇ ୯ ପୂର୍ବତନ ମନ୍ତ୍ରୀଙ୍କ ସହ ଏହି ବୈଠକ ବସିଥିବା ବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେଉଛି । ମୁଖ୍ୟମନ୍ତ୍ରୀ ସମସ୍ତ ବିଦାୟୀ ମନ୍ତ୍ରୀଙ୍କୁ ସଂଗଠନ ବୁଝିବାନେଇ ନିର୍ଦେଶ ଦେଇଥିବା ଜଣାପଡ଼ିଛି ।

Leave A Reply

Your email address will not be published.