Jai Odisha
News

ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପରଲୋକ, ଆପୋଲରେ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ

ଭୁବନେଶ୍ବର,୨୯।୧:ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପରଲୋକ, ଆପୋଲରେ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ। ଆଜି ମନ୍ତ୍ରୀ ନବ ଦାସ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିବା ସମୟରେ ତାଙ୍କର ସୁରକ୍ଷା ଦାୟିତ୍ୱରେ ଥିବା ପୋଲିସ କର୍ମୀ ଗୋପାଳ ଦାସ ତାଙ୍କୁ ଗୁଳିମାଡ଼ କରିଥିଲେ। ଏଥିରେ ନବ ଦାସ ଗୁରୁତ୍ତର ହୋଇ ପ୍ରଥମେ ଜିଲ୍ଲା ମେଡିକାଲ ପରେ ଏୟାର ଲିପ୍ଟ ହୋଇ ଆସି ଭୁବନେଶ୍ୱର ଆପୋଲୋ ହସପିଟାଲରେ ଚିକିତ୍ସିତ ହେଉଥିଲେ।

Leave A Reply

Your email address will not be published.