Jai Odisha
News

୨୪ ତାରିଖରୁ ଭୁବନେଶ୍ୱରରେ ହେବ ଜୁନିଅର ହକି ବିଶ୍ୱକପ୍

ଭୁବନେଶ୍ୱର୧୧/୧୧: କଳିଙ୍ଗ ଷ୍ଟାଡିୟମରେ ଜୁନିଅର ହକି ବିଶ୍ୱକପ୍ ଆୟୋଜିତ ହେବ ବୋଲି କ୍ରୀଡ଼ାସଚିବ ଭିନିଲ କ୍ରିଷ୍ଣା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଗାମୀ ୨୪ ତାରିଖରେ ଏହାର ଶୁଭାରମ୍ଭ ହେବ। ଏଥିରେ ୧୬ଟି ଟିମ୍ ବିଶ୍ୱକପରେ ଅଂଶଗ୍ରହଣ କରିବେ। ଏଥିସକାଶେ ଭାରତୀୟ ଟିମ ଭୁବନେଶ୍ୱରରେ ପହଞ୍ଚିସାରିଛି। ୧୫ ତାରିଖରେ ଅନ୍ୟସବୁ ଟିମ୍ ଭୁବନେଶ୍ୱରରେ ପହଞ୍ଚିବେ। ବାୟୋ ବବଲ ପ୍ରକ୍ରିୟାରେ ବିଶ୍ବକପ ଅନୁଷ୍ଠିତ ହେବ।

Leave A Reply

Your email address will not be published.