Jai Odisha
News

୨ ଶିକ୍ଷକ ବହିଷ୍କୃତ, ୮ ଜଣଙ୍କୁ କାରଣ ଦର୍ଶାଅ ନୋଟିସ୍

ସୁନ୍ଦରଗଡ଼,୭ା୧:   ସୁନ୍ଦରଗଡ଼ ଜିଲ୍ଲାର ୧୦ ଜଣ ପ୍ରାଥମିକ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦୀର୍ଘ ଦିନ ଅନୁପସ୍ଥିତ ରହିବା ଯୋଗୁ ୨ ଜଣ ଶିକ୍ଷକଙ୍କୁ ଚାକିରିରୁ ବହିଷ୍କୃତ କରାଯାଇ ଥିବାବେଳେ ଆଉ ୮ ଜଣ ପ୍ରାଥମିକ ଶିକ୍ଷକଙ୍କୁ ସୋ କଜ୍ ନୋଟିସ୍ ଜାରି ହୋଇଛି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ଗଣଶିକ୍ଷା ବିଭାଗ ପକ୍ଷରୁ ୧୫୪ ଜଣ କନିଷ୍ଠ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଥିଲା। ଦୀର୍ଘ ଦିନ ଧରି ଅନୁପସ୍ଥିତ ଥିବା ମାଲକାନଗିରି ଜିଲ୍ଲାର ୧୦ ଜଣ ପ୍ରାଥମିକ ଶିକ୍ଷକଙ୍କୁ ବହିଷ୍କାର କରାଯାଇଥିଲା।

 

Leave A Reply

Your email address will not be published.