Jai Odisha
News

ଯବାନଙ୍କ ଗୁଳିରେ ନିହତ ହୋଇଛନ୍ତି ୮ ମାଓବାଦୀ

ଛତିଶଗଡ ବିଜାପୁରରେ ବଡ଼ ଏନକାଉଣ୍ଟର । ଯବାନଙ୍କ ଗୁଳିରେ ନିହତ ହୋଇଛନ୍ତି ୮ ମାଓବାଦୀ । ଦାର୍ଘ ୧୧ଘଣ୍ଟା ଧରି ଏହି ଏନକାଉଣ୍ଟର ଚାଲିଥିଲା । ଯେଉଁଥିରେ ବିଜାପୁର ପୋଲିସ ଏବଂ ସିଆରପିଏଫ କୋବ୍ରା ଯବାନଙ୍କୁ ବଡ଼ ସଫଳତା ମିଳିଛି। ଗାଙ୍ଗଲୁର ଥାନା ପଡିଆ ଜଙ୍ଗଲରୁ ଗୁଳିବିନିମୟ ହୋଇଥିବା ସୂଚନା ରହିଛି । ଅପେରଶନରେ ପ୍ରାୟ ୧୨ଶହ ଯବାନ ସାମିଲ ଥିବା ଜଣାପଡିଛି ।

Leave A Reply

Your email address will not be published.