Jai Odisha
News
Browsing Tag

#travel

ଜୁନ୍‌ ୧ରେ ତୃତୀୟ ଥର ପାଇଁ ମହାକାଶ…

ଜୁନ୍‌ ୧ରେ ତୃତୀୟ ଥର ପାଇଁ ମହାକାଶ ଯାତ୍ରା କରିବେ ସୁନିତା ୱିଲିୟମ୍‌ସ । ନାସା ପକ୍ଷରୁ ଚଳିତ ମାସ ୬ ତାରିଖରେ ସୁନିତା ୱିଲିୟମ୍‌ସ ବୋଇଙ୍ଗ ଷ୍ଟାରଲାଇନର ମହାକାଶ ଯାନରେ ମହାକାଶ ଯାତ୍ରା କରିଥାନ୍ତି । କିନ୍ତୁ ମହାକାଶ ଯାନରେ ଯାନ୍ତ୍ରିକ ତ୍ରୁଟି ପାଇଁ ଏହି ଯାତ୍ରାକୁ ସ୍ଥଗିତ ରଖାଯାଇଥିଲା ।…

ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଭାବେ…

ଜେଫ୍‌ ବେଜୋସ୍‌ଙ୍କ ବ୍ଲ୍ୟୁ ଅରିଜିନ ମିଶନରେ ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଭାବେ ଗୋପୀଚାନ୍ଦ ଥୋକାତୁରା ରବିବାର ମହାକାଶକୁ ଯାତ୍ରା କରିବେ। ପାଇଲଟ ଗୋପୀଚାନ୍ଦ ସ୍ପେସ୍‌ ଟୁରିଜିମ୍‌ ମିଶନର ଅଂଶ ସ୍ବରୂପ ବ୍ଲ୍ୟୁ ଅରିଜିନ ଏନ୍‌ଏସ୍‌-୨୫କୁ ନେଇ କାର୍ମାନ ଲାଇନ ଅତିକ୍ରମ କରିବା ପରେ ସେଠାରୁ ଫେରିବେ।…

ବରିଷ୍ଠ ମହାକାଶଚାରୀ ସୁନିତା ୱିଲିୟମ୍‌ସ…

ଆମେରିକୀୟ ମହାକାଶ ସଂସ୍ଥା ନାସାର ବରିଷ୍ଠ ମହାକାଶଚାରୀ ସୁନିତା ୱିଲିୟମ୍‌ସ ଆସନ୍ତା ମେ‘ ୬ରେ ପୁଣି ମହାକାଶକୁ ଯାତ୍ରା କରିବେ। ଏଥିପାଇଁ ସେ ବର୍ତ୍ତମାନ ତାଲିମ ନେଉଛନ୍ତି। ଭାରତୀୟ ବଂଶୋଦ୍ଭବ ୫୯ ବର୍ଷୀୟା ସୁନିତାଙ୍କର ଏହା ହେବ ତୃତୀୟ ମହାକାଶ ଯାତ୍ରା। ସୁନିତା ୨୦୦୬ ଡିସେମ୍ବର ୯ରେ ‘ଡିସ୍‌କଭରୀ’…