Jai Odisha
News

ପୁଞ୍ଚ ଜିଲ୍ଲା ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଥିବା ଦୁଇ ଆତଙ୍କବାଦୀଙ୍କ ସ୍କେଚ୍ ଜାରି

ଜାମ୍ମୁ କାଶ୍ମୀରର ପୁଞ୍ଚ ଜିଲ୍ଲାରେ ଭାରତୀୟ ବାୟୁସେନା ଗାଡି ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଥିବା ଦୁଇ ଆତଙ୍କବାଦୀଙ୍କ ସ୍କେଚ୍ ଜାରି କରାଯାଇଛି । ଦୁଇ ପାକିସ୍ତାନୀ ଆତଙ୍କବାଦୀଙ୍କ ଉପରେ 20 ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରାଯାଇଛି। ଆତଙ୍କବାଦୀଙ୍କୁ ଧରିବା ପାଇଁ ସୁରକ୍ଷା ବାହିନୀ ଟିମ୍ ଲଗାତାର ସର୍ଚ୍ଚ ଅପରେସନ ଜାରି ରଖିଛି ।

Leave A Reply

Your email address will not be published.